Sata Chitra Michha Charitra
ସତ ନାଁ'ରେ ଏଠି ମିଛର ଖେଳ ବେଶୀ ଚାଲିଥାଏ । ଉପରର ଭେଲ୍]ବେଟ୍ କପଡ଼ା ତଳେ କେତେ କଦର୍ଯ୍ୟ ଅପରିଷ୍କାର ଚିତ୍ର ସାଇତା ହୋଇଛି - ଚକ୍]ଚକ୍ କରୁଥିବା ଭେଲ୍]ବେଟ୍ କପଡ଼ା ନଟେକିଲେ ଆମେ କେମିତି ଜାଣିବା? ମୁଖାପିନ୍ଧି ନାଚୁଥିବା ଲୋକର ମୁଖା ନଖୋଲିଲେ ଆମେ କ'ଣ ଚରିତ୍ରର ସତ ଚେହେରାକୁ ଦେଖିପାରିବା? ସେଇଥି ପାଇଁ କୁଢ଼ କୁଢ଼ ଅଳିଆ ଉପରେ ଅତର ସିଞ୍ଚି ଚଉଦିଗକୁ ମହକାଉଥିବା ଲୋକ ଉପରେ ଭରସା କରି ଆମରି ଭିତରୁ ଅନେକେ ସେମାନଂକ ପଛରେ ଧାଇଁଥାନ୍ତି । ଆମେ ସତରେ କେତେ ବୋକା - ସେମାନଂକ ମନଭୁଲାଣିଆ କଥାରେ ଭଳିଯାଇ କାଳିସୀ ଲାଗି
PRP: 99.20 Lei
Acesta este Prețul Recomandat de Producător. Prețul de vânzare al produsului este afișat mai jos.
89.28Lei
89.28Lei
99.20 LeiLivrare in 2-4 saptamani
Descrierea produsului
ସତ ନାଁ'ରେ ଏଠି ମିଛର ଖେଳ ବେଶୀ ଚାଲିଥାଏ । ଉପରର ଭେଲ୍]ବେଟ୍ କପଡ଼ା ତଳେ କେତେ କଦର୍ଯ୍ୟ ଅପରିଷ୍କାର ଚିତ୍ର ସାଇତା ହୋଇଛି - ଚକ୍]ଚକ୍ କରୁଥିବା ଭେଲ୍]ବେଟ୍ କପଡ଼ା ନଟେକିଲେ ଆମେ କେମିତି ଜାଣିବା? ମୁଖାପିନ୍ଧି ନାଚୁଥିବା ଲୋକର ମୁଖା ନଖୋଲିଲେ ଆମେ କ'ଣ ଚରିତ୍ରର ସତ ଚେହେରାକୁ ଦେଖିପାରିବା? ସେଇଥି ପାଇଁ କୁଢ଼ କୁଢ଼ ଅଳିଆ ଉପରେ ଅତର ସିଞ୍ଚି ଚଉଦିଗକୁ ମହକାଉଥିବା ଲୋକ ଉପରେ ଭରସା କରି ଆମରି ଭିତରୁ ଅନେକେ ସେମାନଂକ ପଛରେ ଧାଇଁଥାନ୍ତି । ଆମେ ସତରେ କେତେ ବୋକା - ସେମାନଂକ ମନଭୁଲାଣିଆ କଥାରେ ଭଳିଯାଇ କାଳିସୀ ଲାଗି
Detaliile produsului